କୋରାପୁଟ ଜିଲ୍ଲାର ଜୟପୁର ଠାରେ “ସୁଭଦ୍ରା” ତୃତୀୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜୟପୁରରେ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମ ଅବସରରେ ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଜୟପୁର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୋପୂଜା କରିବା ସହ ରକ୍ଷା ବନ୍ଧନ ଉତ୍ସବ ପାଳନ କରୁଛନ୍ତି । Post navigation ରକ୍ଷା ବନ୍ଧନରେ ଆସିଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା ରାଇଘରର ପୀଡ଼ିତା ନର୍ସିଂ ଛାତ୍ରୀଙ୍କର ଭୁବନେଶ୍ୱର ଏମ୍ସରେ ମୃତ୍ୟୁ