ଗଞ୍ଜାମ ଜିଲ୍ଲା ରମ୍ଭାଠାରେ ଉତ୍କଳ ସଂଗ୍ରାମୀ ସ୍ମାରକୀ ପୀଠ ଠାରେ ମାନନୀୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ୪୧ ଜଣ ମହାନ ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ମାନ୍ୟବର ଇସ୍ପାତ ଓ ଖଣି ମନ୍ତ୍ରୀ  ବିଭୂତି ଭୂଷଣ ଜେନା, ମାନ୍ୟବର ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମାନ୍ୟବର ଶିଳ୍ପମନ୍ତ୍ରୀ ଶ୍ରୀ ସମ୍ପଦ ସ୍ୱାଇଁ, ମାନ୍ୟବର ଆସିକା ସାଂସଦ ଅନୀତା ଶୁଭଦର୍ଶିନୀ ପ୍ରମୁଖ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *