ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ (ସିଏମ୍‌ଓ)ରେ କାର୍ଯ୍ୟରତ ୪ ଅଫିସରଙ୍କୁ ଜିଏ ବିଭାଗକୁ ଫେରାଗଲା । ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ସିଏମ୍‌ଓରେ କାର୍ଯ୍ୟରତ ଥିବା ୪ ଅଫିସରଙ୍କୁ ହଟାଯାଇଛି । ଲାଲା ମନୋଜ କୁମାର ରାୟ, ରବୀନ୍ଦ୍ର କୁମାର ସେଠୀ, ଶୁଭ୍ରାଂଶୁ ମିଶ୍ର ଏବଂ ମନୋଜ କୁମାର ସ୍ବାଇଁ ଜିଏକୁ ଫେରିଛନ୍ତି ।

Leave a Reply

Your email address will not be published. Required fields are marked *