ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *