ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ପାଇଁ ଦିଲ୍ଲୀରେ ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା। ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ୱାନ୍ ଟୁ ୱାନ୍ ଆଲୋଚନା କରୁଛନ୍ତି।ବୈଠକରେ ଶିଳ୍ପ ମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ମଧ୍ୟ ଉପସ୍ଥିତ ଅଛନ୍ତି। ହାଇ କମିଶନର, ବାଣିଜ୍ୟ କମିଶନର ଓ କୂଟନୀତିଜ୍ଞ ମଧ୍ୟ ସାମିଲ ହୋଇଛନ୍ତି। ଓଡ଼ିଶାରେ ପୁ୍ଞ୍ଜି ବିନିଯୋଗ ସୁଯୋଗ ନେଇ ଆଲୋଚନା ଚାଲିଛି।

By Nirvay

Leave a Reply

Your email address will not be published. Required fields are marked *