ଆଜିଠାରୁ ନୂତନ ଆର୍ଥିକ ବର୍ଷ ଆରମ୍ଭ ହୋଇଥିବା ବେଳେ ୪୧ ଟଙ୍କା ଶସ୍ତା ହେଲା ଏଲପିଜି କମର୍ସିଆଲ ଗ୍ୟାସ୍ ଦର । ୧୯ କିଲୋଗ୍ରାମ ବାଣିଜ୍ୟିକ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ ପାଇଛି। ନୂତନ ମୂଲ୍ୟ ଆଜିଠାରୁ କାର୍ଯ୍ୟକାରୀ ହେବ। ଏବେ ଦିଲ୍ଲୀରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡର ୧୭୬୨ ଟଙ୍କାରେ ଉପଲବ୍ଧ ହେବ। କିନ୍ତୁ ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ସୂଚନା ଅନୁଯାୟୀ, ତୈଳ ବିପଣନ କମ୍ପାନୀଗୁଡ଼ିକ ବାଣିଜ୍ୟିକ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ସଂଶୋଧନ କରିଛନ୍ତି। ଆଜିଠାରୁ ୧୯ କିଲୋଗ୍ରାମ ବାଣିଜ୍ୟିକ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ ପାଇଛି। ଦିଲ୍ଲୀରେ ୪୧ ଟଙ୍କା କମିଛି କମର୍ସିଆଲ ଗ୍ୟାସ୍ ଦର । ଆଜିଠାରୁ ନୂତନ ଗ୍ୟାସ ଦର ୧୭୬୨ ଟଙ୍କା ଲାଗୁ ହେବ। Post navigation ଜାତିଗତ ପ୍ରମାଣପତ୍ରରେ ଜାଲିଆତି ମୁକେଶ ମହାଲିଙ୍ଗଙ୍କ ବିରୋଧରେ ଅଭିଯୋଗ ଆଣିଲା କଂଗ୍ରେସ ଓଡ଼ିଶାବାସୀଙ୍କୁ ‘ଉତ୍କଳ ଦିବସ’ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ