କଂଗ୍ରେସ ଭବନ ସମ୍ମୁଖରେ ରାହୁଲ ଗାନ୍ଧୀଙ୍କ ପୋଷ୍ଟର ଉପରେ ବିଜେପି କର୍ମୀଙ୍କ ଗୋବର ମାଡ଼ ଘଟଣାରେ ଆଜି କମିଶନରେଟ ପୋଲିସ ଅଫିସ ଘେରାଉ କରିଛନ୍ତି ଛାତ୍ର କଂଗ୍ରେସ । ବିଜେପି କର୍ମୀଙ୍କୁ ଗିରଫ ଦାବିରେ କଂଗ୍ରେସ ପକ୍ଷରୁ ଘେରାଉ । ବିକ୍ଷୋଭରେ କଂଗ୍ରେସର ବହୁ ବରିଷ୍ଠ ନେତା ଉପସ୍ଥିତ ରହିଥିବା ସୂଚନା।

Leave a Reply

Your email address will not be published. Required fields are marked *