ଆଜିଠୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନର ଦିତ୍ୱୀୟ ପର୍ଯ୍ୟାୟ । ଏହା ଆସନ୍ତା ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଆଜି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଗୃହ ବେଶ୍ ସରଗରମ ହେବାର ସମ୍ଭାବନା ରହିଥିବା ବେଳେ ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ପରିସରରେ ବିରୋଧିଙ୍କ ବିରୋଧ ଦେଖିବାକୁ ମିଳିଛି । ନାରୀ ଅସୁରକ୍ଷିତ ଅଭିଯୋଗରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଧାନସଭା ପରିସର ଗାନ୍ଧି ମୂର୍ତ୍ତି ତଳେ କଂଗ୍ରେସର ଧାରଣା ଦେଇଛି ।

 

Leave a Reply

Your email address will not be published. Required fields are marked *