congress-to-hold-samvidhan-bachao-andolan-from-october-2
ସମ୍ବିଧାନ ବଞ୍ଚାଅ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ । ରାଜ୍ୟରେ ନାରୀ ନିର୍ଯାତନା ତଥା ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ବିରୋଧରେ ସମ୍ବିଧାନ ବଞ୍ଚାଓ ଅଭିଯାନ କରିବ ଓଡିଶା କଂଗ୍ରେସ ।
 
ଅକ୍ଟୋବର ୨ (ଗାନ୍ଧୀ ଜୟନ୍ତୀ) ରୁ ଆରମ୍ଭ ହୋଇ ତିନିଟି ପର୍ଯ୍ୟାୟରେ ବର୍ଷ ବ୍ୟାପି ଚାଲିବ ସମ୍ବିଧାନ ବଞ୍ଚାଓ ଅଭିଯାନ ।
 
ମାଲକାନଗିରିରୁ ପଦଯାତ୍ରା ଆରମ୍ଭ କରିବେ ପିସିସି ସଭାପତି ଭକ୍ତ ଦାସ । ଏହି ପଦଯାତ୍ରାରେ ୧୪୭ ନିର୍ବାଚନ ମଣ୍ଡଳୀ ବୁଲିବେ ପିସିସି ସଭାପତି। ଏହି ଅଭିଯାନରେ ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀ ସମେତ ଏଆଇସିସିର ନେତାମାନେ  ସାମିଲ ହେବେ ବୋଲି ଜଣାଯାଇଛି । 

By Nirvay

Leave a Reply

Your email address will not be published. Required fields are marked *