ଭୁବନେଶ୍ବର ମହାନଗର ନିଗମ(ବିଏମ୍ସି) ଅଫିସ୍ ସମ୍ମୁଖରେ ୩୭ ନଂ ୱାର୍ଡ କର୍ପୋରେଟରଙ୍କ ଧାରଣା । ବିଏମ୍ସି ଅଫିସ୍ ଆଗରେ ଧାରଣାରେ ବସିଲେ କର୍ପୋରେଟର ବନ୍ଦିତା ପାଲ । ୩ ବର୍ଷ ହେବ କୋଣସି କାମ ହେଉ ନଥିବା ଅଭିଯୋଗରେ ଧାରଣା ବସିଥିବା ଜଣାପଡିଛି। ଭୁବନେଶ୍ବର ମହାନଗର ନିଗମ(ବିଏମ୍ସି) ଅଫିସରେ କର୍ପୋରେସନ୍ ବୈଠକ ଚାଲିଥିବା ବେଳେ କର୍ପୋରେଟର ବନ୍ଦିତା ପାଲ ଧାରଣାରେ ବସିଛନ୍ତି । Post navigation ଉତ୍କଳ ବିଶ୍ବବିଦ୍ୟାଳୟର ଭିନ୍ଦ୍ରେନୱାଲା କିଏ ? ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ କିରାଣୀ