ନବୀନ ପଟ୍ଟନାୟକ ଓ ଭି.କେ ପାଣ୍ଡିଆନ୍‌ଙ୍କ ନାଁରେ ଦୁର୍ନୀତି ଅଭିଯୋଗ । ମୋ ସ୍କୁଲ ଓ ଝୋଟ ବ୍ୟାଗ ବଣ୍ଟନରେ କୋଟି କୋଟି ଟଙ୍କା ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଆଇନଜୀବୀ । ତଦନ୍ତ କରି ଦୁର୍ନୀତିର ପର୍ଦ୍ଦାଫାସ୍‌ କରିବାକୁ ଦାବିକଲେ ଆଇନଜୀବୀ ।

ସୂଚନା ମୁତାବକ; ୨୦୨୪ ନିର୍ବାଚନ ପୂର୍ବରୁ ରାଜ୍ୟବାସୀଙ୍କୁ ଶହ ଶହ କୋଟି ଟଙ୍କାର ଝୋଟ ବ୍ୟାଗ ବଣ୍ଟନ କରିଥିଲେ ବିଜେଡି ସରକାର।

Leave a Reply

Your email address will not be published. Required fields are marked *