COVID Tally Mounts To 49 In Odisha
ରାଜ୍ୟରେ ଏବେ ପୁଣି ଉପରମୁହାଁ କରୋନା । ଆଜି ଗୋଟିଏ ଦିନରେ ଆଉ ସାତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ଏହି ସୂଚନା ଦେଇଛନ୍ତି ।
 
ଚଳିତ ବର୍ଷ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬ ରେ ପହଞ୍ଚିଛି । ୨୦ ଆକ୍ରାନ୍ତ ସୁସ୍ଥ ହୋଇଥିଲା ବେଳେ, ୩୬ ସକ୍ରିୟ ଅଛନ୍ତି ।
 
ବୟସ୍କ ଓ ଏକାଧିକ ଜଟିଳ ରୋଗ ଥିବା ବ୍ୟକ୍ତିମାନେ କୋଭିଡ୍‌ ନିର୍ଦ୍ଦେଶାବଳୀକୁ ପାଳନ କରିବାର ଆବଶ୍ୟକତା ରହିଛି ବୋଲି ସ୍ୱାସ୍ଥ୍ୟ ବିଭାଗ ତରଫରୁ କୁହାଯାଇଛି । ଦେଶରେ ଏବେ କୋଭିଡ୍ ରୋଗୀଙ୍କ ସଂଖ୍ୟା ୬ ହଜାର ପାର୍ କରିଛି ।

By Nirvay

Leave a Reply

Your email address will not be published. Required fields are marked *