୧୫ ତାରିଖରେ ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି । ଦେଶର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଏକ ଗୁରୁତ୍ୱପୂର୍ଣ୍ଣ ଦୁଇଦିନିଆ ଗସ୍ତରେ ଓଡ଼ିଶା ଆସିବେ ବୋଲି ଜଣାପଡ଼ିଛି। ଏହି ଗସ୍ତ ସମୟରେ ସେ ଓଡ଼ିଶା ବିଧାନସଭା ପକ୍ଷରୁ ଆୟୋଜିତ ହେବାକୁ ଥିବା ବିଧାୟକମାନଙ୍କର ଏକ ସ୍ୱତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗ ଦେବାର ସୂଚି ରହିଛି । ଉପରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନେଇ ରାଜଧାନୀରେ ପ୍ରସ୍ତୁତି ଜୋରଦାର କରାଯାଇଛି Post navigation मध्य प्रदेश में आग की घटनाओं में दो परिवारों के 12 लोगों की मौत