ଖୋର୍ଦ୍ଧାରେ ବାଣ ଭିଡୁଥିବା ବେଳେ ଭୟଙ୍କର ବିସ୍ଫୋରଣ। ବିସ୍ଫୋରଣରେ ଉଡ଼ିଲା ଘରର ଆଜବେଷ୍ଟ, ଜଣେ ଶିଶୁ ଆହତ ହୋଇଥିବା ସୂଚନା।ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଥାନା ଲଖନପୁରରେ ଘଟିଛି ଏହି ଅଘଟଣ। ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରାଯାଉଥିବା ବେଳେ ଆହତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣା ପଡ଼ିଛି।

By Nirvay

Leave a Reply

Your email address will not be published. Required fields are marked *