ଭୁବନେଶ୍ୱର ବାଲିଅନ୍ତାରେ କନେଷ୍ଟବଳ ସୌମ୍ୟ ରଞ୍ଜନ ହତ୍ୟା ମାମଲାର ତଦନ୍ତ ଦାୟିତ୍ୱ ନେବା ପରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ଜୋରଦାର କରିଥିବା ବେଳେ ଏବେ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି। ଏହା ସହ ମୋଟ ଗିରଫଦାରୀ ସଂଖ୍ୟା ୧୨ରେ ପହଞ୍ଚିଛି। ଗିରଫ ହୋଇଥିବା ଅଭିଯୁକ୍ତ ‘ବଣ୍ଟି’ । Post navigation NEET Exam Cancelled after Rajasthan Paper Leak