ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆଉ ୨ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ୍ । ନୟାଗଡ଼ ରଣପୁରରୁ ୨ ଅଭିଯୁକ୍ତଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଏହାକୁ ମିଶାଇ ଗିରଫଦାରୀ ସଂଖ୍ୟା ୧୫କୁ ବୃଦ୍ଧି ହୋଇଛି ।

 

 

Leave a Reply

Your email address will not be published. Required fields are marked *