Crime Branch interrogates youth who snatched gun after Naba Das murder
ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଖୋଳତାଡ଼ ଆରମ୍ଭ କରିଛି କ୍ରାଇମ୍‌ବ୍ରାଞ୍ଚ । ବ୍ରଜରାଜନଗର ଥାନାରେ ସରୋଜ ସା’ ନାମକ ଯୁବକଙ୍କୁ ପଚରାଉଚରା କରୁଛନ୍ତି କ୍ରାଇମ୍‌ବ୍ରାଞ୍ଚ ।
 
ସୂଚନା ଅନୁଯାୟୀ ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଥିଲେ ସରୋଜ ସା’ । ଗୁଳିକାଣ୍ଡ ପରେ ତତ୍କାଳୀନ IICଙ୍କ ବନ୍ଧୁକ ଛଡ଼ାଇ ଆଣିଥିଲେ ସରୋଜ ।
 
ସୂଚନାଥାଉ ଯେ, ୨୦୨୩ ଜାନୁଆରୀ ୨୯ରେ ବ୍ରଜରାଜନଗର ଗାନ୍ଧୀ ଛକରେ ନବ ଦାସଙ୍କୁ ଏଏସଆଇ ଗୋପାଳ ଦାସ ଗୁଳି କରି ହତ୍ୟା କରିଥିଲା ।

By Nirvay

Leave a Reply

Your email address will not be published. Required fields are marked *