୨୦୨୪ ନିର୍ବାଚନ ପୂର୍ବରୁ ନବୀନଙ୍କ ବଡ ନିଷ୍ପତ୍ତି । ପୁରୁଣା ସହଯୋଗୀ ଦାମ ରାଉତଙ୍କ ଉପରୁ ବହିଷ୍କାର ଆଦେଶ ହଟାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ୨୦୧୮ରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଦାମୋଦର ରାଉତ । ବ୍ରାହ୍ମଣ ବିବାଦକୁ ନେଇ ପ୍ରଥମେ ମନ୍ତ୍ରୀପଦ ହରାଇଥିଲେ ଦାମ । ପରେ ୨୦୧୯ରେ ବିଜେପିରେ ସାମିଲ ହୋଇ ନିର୍ବାଚନ ଲଢିଥିଲେ ମଧ୍ୟ ପରାଜିତ ହୋଇଥିଲେ ।  ତେବେ ନିର୍ବାଚନ ପୂର୍ବରୁ ଦାମଙ୍କୁ ପୁଣିଥରେ ଦଳରେ ଲୋଡିଛନ୍ତି ବିଜେଡି ସୁପ୍ରିମୋ

By Nirvay

Leave a Reply

Your email address will not be published. Required fields are marked *