ରାଜ୍ୟରେ ଡ୍ୟାନ୍ସ ବାର୍ ସଂପୂର୍ଣ୍ଣ ବନ୍ଦ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ସ୍କୁଲ, କଲେଜ, ମନ୍ଦିର ପାଖରେ ମଦ ଦୋକାନ ରହିବନି । ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ଯଥେଷ୍ଟ ଦୂରରେ ରହିବ ମଦ ଦୋକାନ । ଓଡିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ । ଏହା ସହ ଚୋରା ମଦ କାରବାର ନେଟୱାର୍କର ମୂଳୋତ୍ପାଟନ ହେବ ବୋଲି ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *