ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର । ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ୨୦୨୫-୨୬ ଶିକ୍ଷାବର୍ଷରେ ସ୍ନାତକ(+୩)ରେ ନାମଲେଖା ପାଇଁ ଆଜି ଆବେଦନର ଶେଷ ତାରିଖ ଥିବା ବେଳେ ଏହାକୁ ଜୁନ ୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କଲେ ରାଜ୍ୟ ସରକାର । ଆଜି ଶେଷ ହେଉଥିବା ଅବଧି ଜୁନ ୧ ପର୍ଯ୍ୟନ୍ତ ବଢ଼ିଲା ।

ଏପ୍ରିଲ ୧୬ ରୁ ଏହି ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆଜି ତାହା ସରିବାକୁ ଯାଉଥିଲା । ଜୁନ ୧ ପର୍ଯ୍ୟନ୍ତ ଏହାକୁ ବୃଦ୍ଧି କରାଯାଇଛି । ଯେଉଁମାନେ CAFରେ ଆବେଦନ କରିଛନ୍ତି, ମାର୍କସିଟ୍‌ ଅପଲୋଡ୍‌ କରିପାରିବେ । ପ୍ରଥମ, ଦ୍ବିତୀୟ, ତୃତୀୟ ସିଲେକ୍ସନ ଡେଟ୍‌ଲାଇନ ପରେ ପ୍ରକାଶ ପାଇବ ।

Leave a Reply

Your email address will not be published. Required fields are marked *