ଆଫ୍ରିକୀୟ ଦେଶ କଙ୍ଗୋ ଓ ଉଗାଣ୍ଡାରେ ଇବୋଲାର ପ୍ରକୋପ ଦେଖିବାକୁ ମିଳିଛି । କେବଳ କଙ୍ଗୋରେ ୮୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୪୬ଟି ସନ୍ଦିଗ୍ଧ ମାମଲା ଚିହ୍ନଟ ହୋଇଛନ୍ତି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ରବିବାର କଙ୍ଗୋ ଏବଂ ଉଗାଣ୍ଡାରେ ଇବୋଲା ପ୍ରକୋପକୁ ଏକ ଅନ୍ତର୍ଜାତୀୟ ସାର୍ବଜନୀନ ସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା କରିଛି।

 

Leave a Reply

Your email address will not be published. Required fields are marked *