ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ। ଏଥିରେ ବହୁ ବିଜେଡି ନେତା ସମ୍ପୃକ୍ତ ଥିବାରୁ ପୂର୍ବ ସରକାର ଘଟଣାକୁ ଚାପି ରଖିଥିଲେ ବୋଲି କହିଛନ୍ତି । ପୂର୍ବରୁ ବିଜେପି ବ୍ଲାକରୋଜର ସିବିଆଇ ତଦନ୍ତ ପାଇଁ ଦାବି କରୁଥିଲା । ଏବେ ଦଳ ସରକାରକୁ ଆସିଥିବାରୁ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଉ ବୋଲି ସେ ଦାବି କରିଛନ୍ତି ।

Leave a Reply

Your email address will not be published. Required fields are marked *