ଭିଜିଲାନ୍ସ ଜାଲରେ ବାଲେଶ୍ବର ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟୟାଳୟର କିରାଣୀ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କିରାଣୀ ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି । ପ୍ରଦୀପଙ୍କ ଘର ସମେତ ଶେରଗଡ଼ ଛକସ୍ଥିତ ମାର୍କେଟ କମ୍ପ୍ଲେକ୍ସରେ ଚଢ଼ଉ କରିଛି। ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଥିବା ବେଳେ ୨ଜଣ ଅତିରିକ୍ତ ଏସପି, ୪ ଡିଏସପି, ୭ ଇନସ୍ପେକ୍ଟର, ୫ ଜଣ ଏଏସଆଇ ସାମିଲ ଥିଲେ। Post navigation ଠକେଇ ଅଭିଯୋଗରେ ସସ୍ମିତା ମାଝୀ ଗିରଫ ସୌନ୍ଦର୍ଯ୍ୟକରଣ କାମ ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅନୁଧ୍ୟାନ