ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ସୋମବାର ସକାଳେ ଲଘୁଚାପ ଅବପାତର ରୂପ ନେଇଛି । ଅବପାତର କେନ୍ଦ୍ର ସ୍ଥଳ ବାଲେଶ୍ୱର ଠାରୁ ୧୮୦ କି.ମି. ଦୂରରେ ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଆଡ଼କୁ ଅଗ୍ରସର ସମ୍ଭାବନା ରହିଛି ।

ଅନ୍ୟପଟେ ଲଘୁଚାପ ଯୋଗୁଁ ଆଜି ପାଇଁ ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ ଓ କେନ୍ଦୁଝରକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।

 

 

Leave a Reply

Your email address will not be published. Required fields are marked *