ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ ନ କାଟିବାକୁ ଦେଲେ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ସେ କହିଛନ୍ତି ଯେ, ବକେୟା ବିଲ୍ ପ୍ରଦାନ କରି ନ ଥିଲେ ବି ବିଦ୍ୟୁତ କାଟ ହେବନି। କିନ୍ତୁ ଉପଭୋକ୍ତାଙ୍କୁ ବକେୟା ବିଲ୍ ପୈଠ କରିବାକୁ ପଡିବ। କାଳବୈଶାଖୀରେ ବିଦ୍ୟୁତ ସେବା ବ୍ୟାହତ ହେଉଥିଲେ ବି ସମାଧାନ ହେଉଛି।

ଅନ୍ୟପଟେ ଆଗାମୀ ପାଞ୍ଚ ଦିନ ପାଇଁ ହିଟୱେଭ୍ ଓ ତିନି ଦିନ ସିଭିଅର ହିଟ୍ ୱେଭ୍ ଆଲର୍ଟ ଜାରି କଲା ଆଂଚଳିକ ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ସିଭିୟର ହିଟ ୱେଭ୍ ନେଇ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *