Dharamgarh Sub-Collector Dhiman Chakma suspended
କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମାଙ୍କୁ ସସ୍ପେଣ୍ଡ୍ କରାଯାଇଛି । ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ।
 
ଜଣେ କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ରବିବାର ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ ଧୀମାନ ।
 
ସେ ଜବତ ଟଙ୍କାର ସଠିକ ଉତ୍ତର ଦେଇ ପାରି ନ ଥିବାରୁ ସୋମବାର ଦିନ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ।

By Nirvay

Leave a Reply

Your email address will not be published. Required fields are marked *