ଆଠମଲ୍ଲିକ ନିର୍ବାଚନମଣ୍ଡଳୀରେ ଆୟୋଜିତ ‘ପରିବର୍ତ୍ତନ ସମାବେଶ’ରେ ଯୋଗଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ଓଡ଼ିଆ ଅସ୍ମିତା, ଓଡ଼ିଆ ଭାଷା ଏବେ ସଂକଟରେ ଅଛି ବୋଲି କହିଲେ ପ୍ରଧାନ । ସେ କହିଛନ୍ତି ଯେ ଆମେ ସମସ୍ତେ ଯୋଡି ଫୁଲରେ ଭୋଟ ଦେଇ ଓଡ଼ିଆ ଭାଷା, ଅସ୍ମିତା ଓ ସ୍ୱାଭିମାନକୁ ସୁରକ୍ଷିତ ରଖିବା ।

ପ୍ରାକୃତିକ ସମ୍ପଦରେ ପରିପୂର୍ଣ୍ଣ ଓଡ଼ିଶାକୁ ସବୁଠୁ ଧନୀ ରାଜ୍ୟ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ କାମ କରିବା ପାଇଁ ସୁଯୋଗ ଦେବା। ଏହା ସହ ସେ ଜୟ ସେବା, ଜୟ ଶ୍ରୀରାମ ସବ୍ ମିଲ୍ କେ କରେଙ୍ଗେ କାମ କହି ନାରା ଲଗାଇଥିଲେ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *