ପୁରୀ ଜିଲ୍ଲା ପିପିଲି ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ। ଭୁବନେଶ୍ୱରର ଜଣେ ଯୁବତୀଙ୍କୁ ପିପିଲିର ଏକ ହୋଟେଲରେ ଦୁଷ୍କର୍ମ ଅଭିଯୋଗ ସାମ୍ନାକୁ ଆସିଛି। ଏନେଇ ପୀଡ଼ିତା ଧଉଳି ଥାନାରେ ଅଭିଯୋଗ କରିବା ପରେ ପୋଲିସ ତୁରନ୍ତ ଆକ୍ସନ ମୋଡକୁ ଆସିଥିଲା। ଘଟଣାଟି ପିପିଲି ଥାନା ଅଞ୍ଚଳରେ ଘଟିଥିଲେ ମଧ୍ୟ ମାମଲାର ଗୁରୁତ୍ୱ ଓ ସମ୍ବେଦନଶୀଳତାକୁ ଦୃଷ୍ଟିରେ ରଖି ଧଉଳି ପୋଲିସ ଜିରୋ ଏଫଆଇଆର୍ ଆଧାରରେ ମାମଲା ରୁଜୁ କରିଥିଲା ।ପରେ ଫେରାର ହେବାକୁ ଉଦ୍ୟମ କରୁଥିବା ଅଭିଯୁକ୍ତକୁ ଧଉଳି ଥାନା ପୋଲିସ ଗିରଫ କରିଛି। ଅଭିଯୁକ୍ତକୁ ହେପାଜତକୁ ନିଆଯାଇଥିବା ବେଳେ ଘଟଣାର ଅଧିକ ତଦନ୍ତ ଜାରି ରହିଛି। Post navigation TMC faces major setback as 20 Lok Sabha MPs Back NDA CM Inaugurated 650 Bed Hospital In Baripada: ବାରିପଦାରେ ୬୫୦ ବେଡ୍ ବିଶିଷ୍ଟ ଟିଚିଙ୍ଗ୍ ହସ୍ପିଟାଲକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ