ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ପଶ୍ଚିମବଙ୍ଗ ସରକାରଙ୍କ ଉପରେ ବର୍ଷିଲେ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ । ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗ ନେଇ ମୁହଁ ଖୋଲିଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ। ପୁରୀ ଶଙ୍କରାଚାର୍ଯ୍ୟ ମଠର ପୀଠାଧିଶ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ କହିଛନ୍ତି କହିଛନ୍ତି ଧର୍ମୀୟ ଭାବନା ପାଇଁ ନୁହେଁ, ଆୟ ପାଇଁ ଏହା କରାଯାଇଛି । ସେ ଆଉ ମଧ୍ୟ କହିଛନ୍ତି ବହୁତ ସଂଖ୍ୟାରେ ଭକ୍ତ ପଶ୍ଚିମବଙ୍ଗରୁ ପୁରୀକୁ ଆସିଥାନ୍ତି। ପଶ୍ଚିମବଙ୍ଗର ଭକ୍ତମାନେ ପୁରୀ ଯାଇ ଦାନ ଦକ୍ଷିଣା ଦେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜାଣିଶୁଣି ଦୀଘାରେ ଜଗନ୍ନାଥ ମନ୍ଦିର କରିଛନ୍ତି। ଏହି ମନ୍ଦିର ପ୍ରତିଷ୍ଠାର ମୁଖ୍ୟ କାରଣ ଅର୍ଥ ପ୍ରଲୋଭନ ରହିଛି Post navigation ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ ଭିଜିଲାନ୍ସ ଜାଲରେ ବିଇଓ ଅଫିସ୍ ଆକାଉଣ୍ଟାଣ୍ଟ