ଭୁବନେଶ୍ୱର: ଲୋକସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ଲାଗିଛି ବଡ଼ ଝଟକା । କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ୍ ପ୍ରଧାନ । ତେବେ ଦଳ ଦୁଲାଲଙ୍କ ଠାରୁ ଟିକେଟ ଫେରାଇ ନେବା ପରେ ସେ ଦଳ ଛାଡ଼ିଥିବା ଜଣାପଡ଼ିଛି । ଏଆଇସିସି ସଭାପତି ଖଡ଼ଗେଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି ।

ଦୁଲାଲଙ୍କୁ ସମ୍ବଲପୁର ଲୋକସଭାରୁ ପ୍ରର୍ଥୀ କରିଥିଲା କଂଗ୍ରେସ । କିନ୍ତୁ ଗତକାଲି ତାଙ୍କ ବଦଳରେ ପୂର୍ବତନ ବିଜେଡି ସାଂସଦ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରିଛି ଦଳ।

 

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *