ଏଥର ବର୍ଷାରେ ଭିଜିବ ଦଶହରା। ଦଶହରା ପୂର୍ବରୁ ରାଜ୍ୟରେ ବଡ଼ ବର୍ଷା ଅଛି। ଅକ୍ଟୋବରରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ଏହା ପ୍ରଭାବରେ ଅକ୍ଟୋବର ୪ରୁ ୧୦ ତାରିଖ ଯାଏଁ ବର୍ଷା ସମ୍ଭାବନା ଅଛି। ବାତ୍ୟା ମାସରେ ଲଘୁଚାପ ସୃଷ୍ଟି ହେଲେ ଅଧିକ ଘନୀଭୂତ ହେବ। ପଶ୍ଚିମ କେନ୍ଦ୍ରୀୟ ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ। ହାଲୁକାରୁ ମଧ୍ୟମ ସହ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗର ଦୀର୍ଘ ମିଆଦି ଆକଳନ ଅନୁଯାୟୀ ଏହି ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *