ଆଜି ଜାପାନରେ ଦୁଇ ମିନିଟ୍ ମଧ୍ୟରେ ୨ଟି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନର ଦକ୍ଷିଣପଶ୍ଚିମରେ ଥିବା କ୍ୟୁଶୁ ଦ୍ୱୀପ ଓ ଶିକୋକୁରେ ଆଜି ଦୁଇଟି ବଡ଼ ଧରଣର ଭୂମିକମ୍ପ ହୋଇଛି । ଏହାର ତୀବ୍ରତା ରିକ୍ଟର ସ୍କେଲରେ ଯଥାକ୍ରମେ ୬.୯ ଓ ୭.୧ ବୋଲି ସୂଚନା ମିଳିଛି । ଏହି ଦୁଇଟି ଭୂକମ୍ପ ପରେ ନିକଟବର୍ତ୍ତୀ ଅଞ୍ଚଳରେ ସୁନାମୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି ।ଅନ୍ୟପଟେ ଭୂମିକମ୍ପରେ କୌଣସି କ୍ଷତି ହୋଇଛି କି ନାହିଁ ତାହା ଜଣାପଡ଼ିନାହିଁ।

Leave a Reply

Your email address will not be published. Required fields are marked *