ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼ ହୋଇଛି । ଗୋଲାମୁଣ୍ଡା ସର୍ବମଙ୍ଗଳା କଲେଜ ଏକାଡେମୀକ ଉତ୍ସବକୁ ଯାଇଥିବାବେଳେ କଲେଜ ସମ୍ମୁଖରେ କଳାପତାକା ଦେଖାଇ ଗୋ ବ୍ୟାକ ସ୍ଲୋଗାନ ଦେଇ ଗାଡ଼ିକୁ ଅଣ୍ଡାମାଡ଼ କରିଛନ୍ତି କିଛି ଯୁବକ । କିନ୍ତୁ ଯୁବକମାନେ କିଏ  ଓ କାହିଁକି ଅଣ୍ଡାମାଡ଼ କରିଛନ୍ତି ତାହା ସ୍ପଷ୍ଟ ଜଣାପଡ଼ି ନାହିଁ । ତେବେ ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦଙ୍କ ସମର୍ଥକ ଏହି ଅଣ୍ଡାମାଡ଼ କରିଥିବା ସନ୍ଦେହ କରାଯାଉଛି ।

Leave a Reply

Your email address will not be published. Required fields are marked *