ହାତୀ ‘ରାମୁ’ର ମୃତ୍ୟୁ ପରେ ବନ ବିଭାଗର ଚେତା ପଶିଛି। ନିୟୋଜିତ ସ୍ୱତନ୍ତ୍ର ସ୍କ୍ବାର୍ଡଙ୍କ କାମର ହିସାବ ମାଗିଲେ ପିସିସିଏଫ୍। ସବୁ ଆରସିସିଏଫ୍‌ଙ୍କୁ ପିସିସିଏଫ୍‌ଙ୍କ କାର୍ଯ୍ୟାଳୟରୁ ଚିଠି ହୋଇଛି। ଏବେ ରାଜ୍ୟରେ ୩୯୭ ସ୍ୱତନ୍ତ୍ର ସ୍କ୍ୱାଡ୍ ବନ୍ୟଜନ୍ତୁ ସୁରକ୍ଷାରେ ନିୟୋଜିତ ଅଛନ୍ତି। ବର୍ଷକରେ ୪୦ ହାତୀଙ୍କ ଜୀବନ ଗଲାଣି, ସ୍କ୍ବାଡଙ୍କ ଦକ୍ଷତାକୁ ନେଇ ପ୍ରଶ୍ନ ଉଠିଛି।

ପ୍ରକାଶ ଯେ, ବିଦ୍ୟୁତ୍‌ ଆଘାତରେ ଦନ୍ତାହାତୀ ‘ରାମୁ’ର ମୃତ୍ୟୁ ହୋଇଥିଲା। ବିଦ୍ୟୁତ୍‌ ଆଘାତ ପାଇବାର ୩ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଜଙ୍ଗଲ ଭିତରେ ଛଟପଟ ହୋଇଥିଲା।

Leave a Reply

Your email address will not be published. Required fields are marked *