ଓଡ଼ିଶାର କଳା ଜଗତରେ ଏକ ଅପୂରଣୀୟ କ୍ଷତି ଘଟିଛି। ଓଡ଼ିଶାର ଜଣେ ପ୍ରତିଷ୍ଠିତ ଆଧୁନିକ କଳାକାର, ସମ୍ପାଦକ ଏବଂ କଳା ସମୀକ୍ଷକ ଭାବେ ସୁନାମ ଅର୍ଜନ କରିଥିବା ବିଶିଷ୍ଟ ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। Post navigation Odisha Leaders Meet Shivraj Chouhan, Push for Faster PMAY Housing in State