ରାଜ୍ୟ ଲଖନପୁର ନୌକା ଦୁର୍ଘଟଣା; ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା April 19, 2024 Shree
ରାଜନୀତି ରାଜ୍ୟ ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା: କଟିଲା ତିନି ପୂର୍ବତନ ମନ୍ତ୍ରୀଙ୍କ ଟିକେଟ April 20, 2024 Shree ଭୁବନେଶ୍ବର: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ୍ ଘୋଷଣା କରିଛନ୍ତି। ବିଜେଡି଼ର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୪ ନୂଆ ମୁହଁ ଥିବା ବେଳେ ୪ ମହିଳା ଅଛନ୍ତି। ବର୍ଷା ପ୍ରିୟଦର୍ଶିନୀଙ୍କୁ…
ରାଜ୍ୟ ମହାନଦୀରେ ଡଙ୍ଗାବୁଡ଼ି ଘଟଣା: ୭ ମୃତଦେହ ଉଦ୍ଧାର April 20, 2024 Shree ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ଅନ୍ତର୍ଗତ ରେମତା ପଞ୍ଚାୟତର ଶରଧା ନଦୀଘାଟ ନିକଟରେ ଡଙ୍ଗା ଓଲଟି ଗତକାଲି ଜଣେ ପ୍ରାଣ ହରାଇଥିବା ବେଳେ ୭ଜଣ ନିଖୋଜଥିଲେ। ଖବର ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ମୋଟ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ଜଣେ…
ରାଜନୀତି ନବୀନଙ୍କ ସହ ସାମ୍ନା ସାମ୍ନି ଲଢିବୁ: ଅମିତ ଶାହ April 19, 2024 Shree ଓଡ଼ିଶାରେ ଏକାକୀ ଲଢ଼ିବା ନେଇ ବିଜେପି ନିଷ୍ପତ୍ତିର କାରଣ ଖୋଲିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ। କହିଲେ ଓଡ଼ିଆ ଭାଷା, ସଂସ୍କୃତି ଓ ଓଡ଼ିଶା ରାଜ୍ୟର ଗର୍ବ ପାଇଁ ଅଲଗା ଲଢ଼ିବାକୁ ନିଷ୍ପତ୍ତି ନେଲା ବିଜେପି। ଏହା ଆମ କାର୍ଯ୍ୟକର୍ତ୍ତାଙ୍କର ଦୃଢ଼…
ରାଜନୀତି ରାଜ୍ୟ ନିରପେକ୍ଷ ନିର୍ବାଚନକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି April 19, 2024 Shree ଆଇନ ମନ୍ତ୍ରୀ ଜଗନ୍ନାଥ ସରକା ବିଷମ କଟକର ମୁନିଗୁଡାରେ ନିର୍ବାଚନ ପ୍ରଚାର୍ ପାଇଁ ଯାଇଥିବା ସମୟରେ ସଧାରଣ ଭୋଟର ମାନେ ତାଙ୍କୁ ଜଳ ସମସ୍ୟାକୁ ନେଇ ପ୍ରଶ୍ନ କରିଥିଲେ । ଏହି ସମୟରେ ମନ୍ତ୍ରୀଙ୍କ ସହ ଥିବା କିଛି ଅସାଧୁ ବ୍ୟକ୍ତି…
ରାଜ୍ୟ ଲଖନପୁର ନୌକା ଦୁର୍ଘଟଣା; ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା April 19, 2024 Shree ଝାରସୁଗୁଡା ଜିଲ୍ଲା ଲଖନପୁର ର ଶରଧା ରେ ମହାନଦୀ ରେ ଏକ ନୌକା ଦୁର୍ଘଟଣରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା…
ରାଜ୍ୟ ମହାନଦୀରେ ବୁଡିଲା ଡଙ୍ଗା April 19, 2024 Shree ମହାନଦୀରେ ବୁଡ଼ିଲା ଡଙ୍ଗା। ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ଶରଧାରୁ ଲୋକେ ବରଗଡ଼ ବାଞ୍ଜିପାଲିକୁ ଯାଉଥିବା ବେଳେ ବୁଡ଼ିଗଲା ଡଙ୍ଗା। ଡଙ୍ଗାରେ ପ୍ରାୟ ୫୦ ରୁ ଉର୍ଦ୍ଧ ମହିଳା, ପୁରୁଷ ଓ ଛୋଟ ଛୁଆ ଥିବା ଜଣା ପଡ଼ିଛି। ନିକଟରେ ଥିବା…
ରାଜ୍ୟ କଲବଲ କରୁଛି ତାତି! April 19, 2024 Shree ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ସାଢ଼େ ୨.୩୦ ସୁଦ୍ଧା ୪୧.୨ ସହ ସୁନ୍ଦରଗଡ ସର୍ବାଧିକ ଉତ୍ତପ୍ତ ସହର। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା…
ରାଜ୍ୟ ଚେକିଂ ବେଳେ ୬ ଲକ୍ଷ ଜବତ April 19, 2024 Shree ପଦ୍ମପୁର : ଚେକିଂବେଳେ ବାଇକ୍ରୁ ୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଛି । ଝାରବନ୍ଧ ଥାନା ଡଭା ଛକରେ ଚେକିଂ ବେଳେ ଜବତ ହୋଇଛି । ୬ ଲକ୍ଷ ୫୨ ହଜାର ଟଙ୍କା କରିଛି ଝାରବନ୍ଧ ଥାନା ପୋଲିସ ।…
ରାଜ୍ୟ ଓଡଗାଁ ଥାନା ଘେରିଲେ ବିଜେପି କର୍ମୀ April 19, 2024 Shree ନୟାଗଡ : ସରପଞ୍ଚଙ୍କ ସ୍ୱାମୀ ନାଁରେ ଦୁଷ୍କମ ଅଭିଯୋଗ ମାମଲା । ଓଡଗାଁ ଥାନା ଅଞ୍ଚଳରେ ଦୁଷ୍କମ ମାମଲାରେ ତାତିରେ ବିଜେପି କର୍ମୀ । ଅଭିଯୁକ୍ତଙ୍କୁ ଗିରଫ ଦାବୀରେ ଥାନା ଘେରିଲେ ବିଜେପି କର୍ମୀ । ଥାନା ଭିତରକୁ ଧସେଇ ପଶିବା…
ରାଜ୍ୟ ଭୁବନେଶ୍ୱରରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ April 19, 2024 Shree ଭୁବନେଶ୍ୱର: ଗତକାଲି ବିଳମ୍ବିତ ରାତିରେ ଧରିତ୍ରୀର ଜଣେ ସାମ୍ବାଦିକଙ୍କୁ ଆକ୍ରମଣ ହୋଇଛି। ସାମ୍ବାଦିକ ଜଣ ହେଉଛନ୍ତି ସରୋଜ ଜେନା। ଦୁର୍ବୃତ୍ତ ମାନେ ତାଙ୍କ ମୁଣ୍ଡରେ ଇଟା ଛେଚି ଆକ୍ରମଣ କରିଥିଲେ। ଆକ୍ରମଣ ପରେ ସେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହୋଇଥିଲେ, ଏହା…