ଶିଶୁ ଭବନ ରେଳ ଓଭରବ୍ରିଜରୁ ଡେଇଁ ବୁଧବାର ଜଣେ ମହିଳା ସାମ୍ବାଦିକା ଆତ୍ମହତ୍ୟା କରିଛନ୍ତି। ମୃତ ମହିଳାଙ୍କ ନାମ ମଧୁସ୍ମିତା ପରିଡ଼ା। ସେ ଭୁବନେଶ୍ବରର ଏକ ୱେବ ଚ୍ୟାନେଲରେ କାମ କରୁଥିଲେ। ମୃତ୍ୟୁ ପୂର୍ବରୁ ଏକ ଭିଡିଓ ଭାଇରଲ ହୋଇଥିଲା।

ସୂଚନାଯୋଗ୍ୟ, ସେ ୪ ମାସ ତଳେ ବିବାହ କରିଥିଲେ । ପାରିବାରିକ କାରଣ ପାଇଁ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି ।

Leave a Reply

Your email address will not be published. Required fields are marked *