ଚିକିତ୍ସାଳୟ ପରିସରରେ ମହିଳା ସିକ୍ୟୁରିଟି ଗାର୍ଡଙ୍କୁ ନିସ୍ତୁକ ମାଡ। ଓଡ଼ିଶାର ଭଦ୍ରକ ଜିଲ୍ଲାର ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ (DHH)ରେ ଡ୍ୟୁଟି ସମୟରେ ଜଣେ ମହିଳା ସୁରକ୍ଷା କର୍ମୀଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ଆକ୍ରମଣରେ ମହିଳା ସିକ୍ୟୁରିଟି ଗାର୍ଡ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଖବର ପାଇ ଘଟଣାସ୍ଥଳରେ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

Leave a Reply

Your email address will not be published. Required fields are marked *