କଟକଠାରେ ଆୟୋଜିତ ଭାରତୀୟ ଜନତା ପାର୍ଟି (ବିଜେପି)ର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆଜି ସଫଳତାର ସହ ଶେଷ ହେବାକୁ ଯାଉଛି। ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ପ୍ରସ୍ତୁତ ହେଉଛି ଦଳ। ୨ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀରେ ପ୍ରସ୍ତୁତ ହେଉଛି ବ୍ଲୁ ପ୍ରିଣ୍ଟ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଚୂଡ଼ାନ୍ତ ବୈଠକରେ ରାଜ୍ୟର ମୁଖ୍ୟମନ୍ତ୍ରୀ, ସହ-ପ୍ରଭାରୀ, ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ସୁନୀଲ ବଂଶଲଙ୍କ ସମେତ ଦଳର ଅନେକ ଶୀର୍ଷ ନେତୃବୃନ୍ଦ ଉପସ୍ଥିତ ରହିଛନ୍ତି। ଏଥି ସହିତ ଏହି କାର୍ଯ୍ୟକ୍ରମରେ ୪୦୦ରୁ ଅଧିକ ଦଳୀୟ କାର୍ଯ୍ୟକର୍ତ୍ତା ଯୋଗ ଦେଇଛନ୍ତି।

 

Leave a Reply

Your email address will not be published. Required fields are marked *