ସପ୍ତଦଶ ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଯାଇ ଥିବାବେଳେ ବିହାର ଓ ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜର ବିକାଶ ହେବ । ଏଥିପାଇଁ ଅନୁଦାନ ମିଳିବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ।

ସେହିପରି ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା କରାଯାଇଛି । ପୋଲାଭରମ୍‍ ଆନ୍ଧ୍ରର ଜୀବନରେଖା ବୋଲି କହି ପ୍ରକଳ୍ପ ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ। ଏଥିପାଇଁ ୧୫ ହଜାର କୋଟି ଟଙ୍କାର ସହାୟତା ପ୍ରଦାନ କରାଯିବ।

Leave a Reply

Your email address will not be published. Required fields are marked *