ଚଳିତ ବର୍ଷ ଯୁକ୍ତ ୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଆଜି ପ୍ରକାଶ ପାଇଛି । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରଥମ କଟ୍ ଅଫ୍ ତାଲିକା ପ୍ରକାଶ ପାଇଛି । କଳା, ବିଜ୍ଞାନ ଏବଂ ବାଣିଜ୍ୟରେ ସର୍ବାଧିକ କଟ୍‌ଅଫ୍ ସହ ରେଭେନ୍ସା ବିଶ୍ୱବିଦ୍ୟାଳୟ ରାଜ୍ୟରେ ଅନ୍ୟମାନଙ୍କଠାରୁ ଆଗରେ ରହିଛି ।

ପ୍ରଥମ ପର୍ଯ୍ୟାୟ କଟଅଫରେ ସର୍ବାଧିକ ସହ ରେଭେନ୍ସା ବିଶ୍ବବିଦ୍ୟାଳୟ ଆଗରେ ରହିଛି । ରାଜନୀତି ବିଜ୍ଞାନରେ ସର୍ବାଧିକ ୯୨.୮୦% କଟ୍‌ଅଫ୍ ଥିବା ବେଳେ ପ୍ରାଣୀ ବିଜ୍ଞାନରେ ୯୪%, ପଦାର୍ଥ ବିଜ୍ଞାନରେ ୯୩.୬୭% ଓ ବାଣିଜ୍ୟରେ ୯୦.୫୦ ପ୍ରତିଶତ କଟ୍‌ଅଫ୍ ମାର୍କ ରହିଛି ।

Leave a Reply

Your email address will not be published. Required fields are marked *