କଂଗ୍ରେସର ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି । ୨୦୧୪ ରେ କଂଗ୍ରେସ ଟିକେଟ୍ରେ ପଞ୍ଚଦଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଦେବେନ୍ଦ୍ର ଶର୍ମା । Post navigation ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ୧୦୯ ଆମ୍ବୁଲାନ୍ସ ସେବା ଆୟୁଷ୍ମାନ ଭାରତ ଯୋଜନା ସହ ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ଓଡିଶା କ୍ୟାବିନେଟର ମଞ୍ଜୁରୀ