ବରିଷ୍ଠ ଆଇନଜୀବୀ ପୀତାବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ଜାମିନ ଆବେଦନ ଉପରେ ହାଇକୋର୍ଟରେ ଶୁଣାଣି ଶେଷ ହୋଇଛି। ମାମଲାର ସମସ୍ତ ପକ୍ଷଙ୍କୁ ଶୁଣିବା ପରେ ମାନ୍ୟବର ହାଇକୋର୍ଟ ଏହି ଆବେଦନ ଉପରେ ନିଜର ରାୟ ସଂରକ୍ଷିତ ରଖିଛନ୍ତି। ପୂର୍ବରୁ ଶୁଣାଣି ଶେଷ ହୋଇଥିଲେ ବି ଚାର୍ଜସିଟ ଦାଖଲ ହୋଇଥିବାରୁ ଆଜି ସାନି ଶୁଣାଣି ହୋଇଛି । Post navigation Odisha CM Meets Union Ministers in Delhi: ଦିଲ୍ଲୀରେ ଗୃହମନ୍ତ୍ରୀ ଅମିତ ଶାହ ଓ ରେଳମନ୍ତ୍ରୀଙ୍କୁ ଭେଟି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ Rajya Sabha MP Dilip Ray Meets Odisha CM: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ରାଜ୍ୟସଭା ସାଂସଦ ଦିଲ୍ଲୀପ ରାୟ; ଓଡ଼ିଶାର ବିକାଶ ନେଇ ଆଲୋଚନା