ତାମିଲନାଡ଼ୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ୍‌ ଗିରଫ । ଷ୍ଟାଲିନ୍‌ଙ୍କୁ ତାଙ୍କ ବାସଭବନରୁ ଗିରଫ କଲା ପୋଲିସ। ଅଭିନେତ୍ରୀ ତ୍ରିଶାଙ୍କୁ ନେଇ ଦେଇଥିବା ଏକ ବିବାଦୀୟ ମନ୍ତବ୍ୟ ମାମଲାରେ ପୋଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅନ୍ୟପଟେ ଗିରଫଦାରୀରୁ ବର୍ତ୍ତିବା ପାଇଁ ଉଦୟନିଧି ଷ୍ଟାଲିନ୍ ମାଦ୍ରାସ ହାଇକୋର୍ଟରେ ଆଗୁଆ ଜାମିନ୍ ପାଇଁ ଆବେଦନ କରିଛନ୍ତି।

Leave a Reply

Your email address will not be published. Required fields are marked *