ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ । କାଠ ମଧ୍ୟରେ ୨୩ଟି ୪୦ ଫୁଟିଆ ଅସନ ଓ ୨ଟି ୪୦ ଫୁଟିଆ ଧଉରା କାଠ ରହିଛି । ଉତ୍ତର ଘୁମୁସର ବନଖଣ୍ଡ ଅଞ୍ଚଳରୁ ୨୫ଟି ରଥକାଠ ପୁରୀରେ ପହଞ୍ଚିିଛି । ଅସନ କାଠ ଗୁଡିକ ରଥର ଗୟଳ ଓ ଦଣ୍ଡା ଏବଂ ଧଉରା କାଠ ରଥର ଅଖ କାର୍ଯ୍ୟରେ ଲାଗିବ ।

ଗତବର୍ଷ ଠାରୁ ୫୩ ଖଣ୍ଡ କାଠ ବଳକା ହୋଇ ରହିଥିବା ବେଳେ ଚଳିତ ବର୍ଷ ଆଉ ୮ ଶହ ୧୨ ଖଣ୍ଡ କାଠର ଆବଶ୍ୟକତା ରହିଥିବା ବେଳେ ୧୫୨ କାଠ ରଥଖଳାରେ ଏବଂ ୩୩ ଟି କାଠ କରତ କଳରେ ପହଞ୍ଚିି ସାରିଛି ।

Leave a Reply

Your email address will not be published. Required fields are marked *