ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ବାହାରିଲେ ଗଜପତି ମହାରାଜା। ଭିତର ରତ୍ନଭଣ୍ଡାରରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି । ଆଜି ସଂଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ସରିବ ବୋଲି ଆଶା ରଖାଯାଇଛି। ଖଟଶେଯ ଘରେ ଗହଣା, ମୂଲ୍ୟବାନ ସାମଗ୍ରୀ ରଖାଯିବ। ମୂଲ୍ୟବାନ ସାମଗ୍ରୀ ରଖାଯିବା ପରେ କବାଟ ସିଲ୍ କରାଯିବ। କବାଟ ସିଲ୍ ପରେ ମୁଖ୍ୟ ପ୍ରଶାସକ ଟ୍ରେଜେରୀରେ ଚାବି ଦାଖଲ କରିବେ।