gang-rape-in karajia
ରାଜ୍ୟରେ ଥମୁନି ଦୁଷ୍କର୍ମ ଘଟଣା । ଗଞ୍ଜାମ ଜିଲ୍ଲା ପରେ ମୟୁରଭଞ୍ଜ ରେ ଗଣଦୁଷ୍କର୍ମ । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି ।
 
ପୀଡ଼ିତାଙ୍କ ଅଭିଯୋଗ ଅନୁସାରେ, ସମ୍ପର୍କୀୟଙ୍କ ଘରକୁ ବୁଲି ଆସିଥିଲା ବେଳେ ଗଣଦୁଷ୍କର୍ମର ଶୀକାର ହୋଇଛନ୍ତି ଯୁବତୀ । ଜଙ୍ଗଲିଆ ରାସ୍ତାରେ ୩ ଜଣ ଦୁର୍ବୃତ୍ତ ବାଇକ୍‌ରେ ଉଠାଇ ନେଇ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।
 
ମୁଖ୍ୟ ଅଭିଯୁକ୍ତ ଅଟକ ଥିବାବେଳେ ଅନ୍ୟ ଦୁଇ ସହଯୋଗୀ ଏବେ ମଧ୍ୟ ଫେରାର ଅଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *