ପ୍ରଶ୍ନପତ୍ର ଲିକ୍ ରୋକିବାକୁ ସଂସଦରେ ଆଗତ ହେଲା ବିଲ୍ । ଶିକ୍ଷା କ୍ଷେତ୍ରରେ ନୂତନ ସଂସ୍କାର ଆଣିବାକୁ ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ଉପରେ ଅଙ୍କୁଶ ଲଗାଇବାକୁ କେନ୍ଦ୍ର ସରକାର ‘ସାର୍ବଜନୀନ ପରୀକ୍ଷା (ଅନୁପଯୁକ୍ତ ଉପାୟର ନିବାରଣ) ସଂଶୋଧନ ବିଲ୍–୨୦୨୬’ ଆଗତ କରିଛନ୍ତି। ଲୋକସଭାରେ ଆଗତ କଲେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ । ବିରୋଧୀଙ୍କ ହୋହଲ୍ଲା, ହଟ୍ଟଗୋଳ ମଧ୍ୟରେ ବିଲ୍ ଆଗତ ହୋଇଛି । Post navigation Odisha Textbook Error: ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ 71 Secondary Schools in Odisha to be Upgraded to Higher Secondary Schools