ବାଲେଶ୍ୱର: ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ଗଣ୍ଡଗୋଳ। ରେମୁଣା ବାଲେଶ୍ଵର ଶୋଭାଯାତ୍ରା ବେଳେ ଢ଼େଲାମାଡ଼ ହୋଇଥିବା ଅଭିଯୋଗ। ଦୁଇ ଗୋଷ୍ଠୀଙ୍କ ଭିତରେ ଗଣ୍ଡଗୋଳ ହୋଇଛି। ଏଥିରେ ୨୦ ରୁ ଅଧିକ ଜଣ ଆହତ ହୋଇଛନ୍ତି। ଆହତମାନେ ରେମୁଣା ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ତାପରେ ତାଙ୍କୁ ଫକିର ମୋହନ ମେଡିକାଲ କଲେଜ କୁ ସ୍ଥାନାନ୍ତର କରାଯାଇଛି।ଘଟଣା ସ୍ଥଳରେ ଏସପି ସାଗରିକା ନାଥ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *