ବେଦାନ୍ତ ବିଶ୍ୱବିଦ୍ୟାଳୟ ପାଇଁ ଅଧିଗୃହୀତ ଜମି ଫେରାଇବା ସମ୍ପର୍କିତ ମାମଲାରେ ଅନୀଲ ଅଗ୍ରୱାଲ ଫାଉଣ୍ଡେସନ୍ ଓ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନୋଟିସ କରିଛନ୍ତି। ୮ ସପ୍ତାହ ପରେ ପରବର୍ତ୍ତୀ ଶୁଣାଣି ହେବା ନେଇ ଦିନ ଧାର୍ଯ୍ୟ କରାଯାଇଛି। ପୁରୀରେ ୧୦ ହଜାର ଏକର ଜମି ଅଧିଗ୍ରହଣ ହୋଇଥିଲା। ୨୦୦୬ରେ ବେଦାନ୍ତ ବିଶ୍ୱବିଦ୍ୟାଳୟ ପାଇଁ ଜମି ଅଧିଗ୍ରହଣ ହୋଇଥିଲା। ଜମି ଅଧିଗ୍ରହଣକୁ ବେଆଇନ ଦର୍ଶାଇ ସୁପ୍ରିମକୋର୍ଟ ଖାରଜ କରିଥିଲେ। ନବ ନିର୍ମାଣ କୃଷକ ସଂଗଠନ ଜମି ଫେରାଇବାକୁ ଆବେଦନ କରିଥିଲା। Post navigation କୋଲକାତା ଲଜ୍ଜା: ସନ୍ଦୀପ ଘୋଷଙ୍କୁ ସସ୍ପେଣ୍ଡ କଲା ଆଇଏମଏ ଓଡ଼ିଶାକୁ ୪ ହଜାର ୩୨୪ କୋଟିର ନୂତନ ରେଳ ପ୍ରକଳ୍ପ ପାଇଁ କେନ୍ଦ୍ର କ୍ୟାବିନେଟ୍ର ନିଷ୍ପତ୍ତି